Home ଓଡ଼ିଶା ଦଳବିରୋଧୀ କାର୍ଯ୍ୟ କାରଣରୁ ବିଜେପି ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ

ଦଳବିରୋଧୀ କାର୍ଯ୍ୟ କାରଣରୁ ବିଜେପି ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ

65

ମୟୁରଭଞ୍ଜ ଜିଲ୍ଲା (ରାଇରଙ୍ଗପୁର ସାଂଗଠନିକ ଜିଲ୍ଲା) କରଞ୍ଜିଆ (ବିଜ୍ଞାପିତ) ନଗର ସଭାପତି ରୋହିତ୍ ପୃଷ୍ଟି ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଗିରିଧାରୀ ପୃଷ୍ଟିଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ

ଭୁବନେଶ୍ୱର ୧୯/୦୧ (ଓଡ଼ିଆ ପୁଅ) : ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ମୟୁରଭଞ୍ଜ ଜିଲ୍ଲା (ରାଇରଙ୍ଗପୁର ସାଂଗଠନିକ ଜିଲ୍ଲା) କରଞ୍ଜିଆ (ବିଜ୍ଞାପିତ) ନଗର ସଭାପତି ଶ୍ରୀ ରୋହିତ ପୃଷ୍ଟି ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଗିରିଧାରୀ ପୃଷ୍ଟିଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଗଲା ବୋଲି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.