Home ଓଡ଼ିଶା ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ

ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ

511

ନୂଆଦିଲ୍ଲୀ,୫ /୦୮,(ଓଡ଼ିଆ ପୁଅ /ପଙ୍କଜିନୀ ନାୟକ): କାଶ୍ମୀରରେ ଦଙ୍ଗାକୁ ଦୃଷ୍ଟିରେ ରଖି ସେଠାକାର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଯଥା-ମେହବୁବା ମୁଫତି ଓ ଉମର ଅବଦୁଲ୍ଲାଙ୍କୁ ଗୃହବନ୍ଦୀ କରାଯାଇଛି ।

ତେବେ ଏହାକୁ ବିରୋଧ କରି ସଂସଦ ପରିସରରେ ବିରୋଧ ପ୍ରଦର୍ଶନ କରିଛନ୍ତି ପିଡିପି ସାଂସଦ । ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ନଜରବନ୍ଦୀଙ୍କୁ ବିରୋଧ କରି ସଂସଦ ଭବନରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ବିରୋଧ ପ୍ରଦର୍ଶନ କରିଛନ୍ତି ପିଡିପି ସାଂସଦ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.