ad
ଓଡ଼ିଶା

ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ

ନୂଆଦିଲ୍ଲୀ,୫ /୦୮,(ଓଡ଼ିଆ ପୁଅ /ପଙ୍କଜିନୀ ନାୟକ): କାଶ୍ମୀରରେ ଦଙ୍ଗାକୁ ଦୃଷ୍ଟିରେ ରଖି ସେଠାକାର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଯଥା-ମେହବୁବା ମୁଫତି ଓ ଉମର ଅବଦୁଲ୍ଲାଙ୍କୁ ଗୃହବନ୍ଦୀ କରାଯାଇଛି ।

ତେବେ ଏହାକୁ ବିରୋଧ କରି ସଂସଦ ପରିସରରେ ବିରୋଧ ପ୍ରଦର୍ଶନ କରିଛନ୍ତି ପିଡିପି ସାଂସଦ । ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ନଜରବନ୍ଦୀଙ୍କୁ ବିରୋଧ କରି ସଂସଦ ଭବନରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ବିରୋଧ ପ୍ରଦର୍ଶନ କରିଛନ୍ତି ପିଡିପି ସାଂସଦ ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top