Home Top News ଧାମନଗର ଉପନିର୍ବାଚନ : ୧୭ ରାଉଣ୍ଡ ଭୋଟ ଗଣତି ଶେଷ : ବିଜେପି ୮,୮୨୫ ଭୋଟରେ...

ଧାମନଗର ଉପନିର୍ବାଚନ : ୧୭ ରାଉଣ୍ଡ ଭୋଟ ଗଣତି ଶେଷ : ବିଜେପି ୮,୮୨୫ ଭୋଟରେ ଆଗୁଆ

119

ଧାମନଗର ୬-୧୧ (ଓଡ଼ିଆ ପୁଅ) ଧାମନଗର ଉପନିର୍ବାଚନ : ୧୭ ରାଉଣ୍ଡ ଶେଷ ସୁଦ୍ଧା ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଙ୍କୁ ୭୫୨୩୯ ଭୋଟ ମିଳିଥିବା ବେଳେ ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସ ଙ୍କୁ ୬୬୪୧୪ ଭୋଟ ମିଳିଛି। ଅପର ପକ୍ଷରେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ଙ୍କୁ ୩୧୭୫ ଭୋଟ ମିଳିଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ ଙ୍କୁ ୪୪୨ ଭୋଟ ମିଳିଛି। ସେହିପରି ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ ଙ୍କୁ ୭୮୮୮ ଭୋଟ ମିଳିଥିବା ବେଳେ ନୋଟା ୬୦୨ ଭୋଟ ପଡ଼ିଛି। ତେବେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସ ଙ୍କ ଠାରୁ ୮,୮୨୫ ଭୋଟରେ ଆଗୁଆ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.