Home ଓଡ଼ିଶା ନବୀନଙ୍କ ସହ କଥା ହେଲେ ମୋଦି

ନବୀନଙ୍କ ସହ କଥା ହେଲେ ମୋଦି

402

ଭୁବନେଶ୍ୱର,୨୫/୭,(ଓଡିଆପୁଅ-ପଙ୍କଜିନୀ ନାୟକ) ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଖବର ଏବେ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଚର୍ଚ୍ଚା ଜୋର ଧରିଛି । ତେବେ ନବୀନଙ୍କ ସହ ମୋଦି ଆରଟିଆଇ ବିଲକୁ ସମର୍ଥନ ଦେବା ପ୍ରସଙ୍ଗରେ କଥା ହୋଇଥିବା ସୂଚନା ମିଳିଛି । ଏହାଡଛଡା ମୋଦି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ସହ କଥା ହୋଇଥିବା ମଧ୍ୟ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.