ad
ଓଡ଼ିଶା

ନାବାଳିକାଙ୍କୁ ଅପହରଣ ଅଭିଯୋଗ

କୋରାପୁଟ ; ତା୦୬-୦୬-୧୯(ଓଡିଆ ପୁଅ /ରଂଜନ କୁମାର ଦାସ)କୋରାପୁଟ ସହରରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି।କୋରାପୁଟ ଟାଉନଥାନାରେ ପରିବାର ପକ୍ଷରୁ ଏକ ଲିଖିତ ଅଭିଯୋଗ ପାଇବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡିଛି।ଜଣେ ସ୍କୁଲ ଛାତ୍ରୀ ଟ୍ୟୁସନ ଯାଇ ଘରକୁ ନ ଫେରିବାରୁ ପରିବାରଲୋକେ ଖୋଜାଖୋଜି କରିବା ପରେ ନ ମିଳିବାରୁ ଥାନାରେ ଲିଖିତ ଅଭିଯୋଗ କରିଥିଲେ ବୋଲି ଜଣାପଡିଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top