Home ଓଡ଼ିଶା ନୂଆ କାଶ୍ମୀର- ନୂଆ ସ୍ବାଧୀନତା ଦିବସ

ନୂଆ କାଶ୍ମୀର- ନୂଆ ସ୍ବାଧୀନତା ଦିବସ

1048

ଶ୍ରୀନଗର,୧୫/୦୮,(ଓଡ଼ିଆ ପୁଅ /ପଙ୍କଜିନୀ ନାୟକ):ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଆଜି ପ୍ରଥମ ସ୍ୱାଧୀନତା ଦିବସ ପାଳନ ହୋଇଛି। ୭୩ତମ ସ୍ୱାଧୀନତା ଦିବସକୁ କଶ୍ମୀରବାସୀ ବେଶ ଆନନ୍ଦର ସହିତ ପାଳନ କରିଛନ୍ତି।

ଏହି ଅବସରରେ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଶେର-ଇ-କଶ୍ମୀର ଷ୍ଟାଡିୟମରେ ପତାକା ଉତ୍ତୋଳନ କରିଥିଲେ। ପତାକା ଉତ୍ତୋଳନ ପରେ ସେ ଆତଙ୍କବାଦୀ ସଂଗଠନ ଓ ଏହାକୁ ପ୍ରତ୍ସାହନ ଦେଉଥିବା ବ୍ୟକ୍ତିବିଶେଷଙ୍କୁ ଟାର୍ଗେଟ କରି କହିଥିଲେ, “କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତିରେ ଜମ୍ମୁ-କଶ୍ମୀର ବାସୀ ନିଜର ପରିଚୟକୁ ନେଇ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.