ad
ଜିଲ୍ଲା ପରିକ୍ରମା

ନୂତନ ସଂସ୍କୃତି ଅଧିକାରୀଙ୍କ ଯୋଗଦାନ

ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ସଂସ୍କୃତି ଅଧିକାରୀ ଭାବେ ଆଜି ମନସ୍ୱିନୀ ରାଉତ ଯୋଗ ଦେଇଛନ୍ତି। ଏଥି ପୂର୍ବରୁ ରାଉତ ବାଲେଶ୍ୱର ଜିଲ୍ଲାର ସଂସ୍କୃତି ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଆଜି ପୂର୍ବାହ୍ନରେ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ଦାୟିତ୍ୱରେ ଥିବା ଭଦ୍ରକ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରାଙ୍କ ଠାରୁ ରାଉତ ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି। ଜିଲ୍ଲାର ସଂସ୍କୃତିର ବିକାଶ ଦିଗରେ ବିଶେଷ ଭାବେ ଧ୍ୟାନ ଦେବେ ବୋଲି ସେ ପ୍ରକାଶ କରିଛନ୍ତି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top