Home ଓଡ଼ିଶା ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

271

ଅମୃତସର,୦୬/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ):ପଞ୍ଜାବ ଲୁଧିଆନାରେ ଏବେ ହାଇ ଆଲର୍ଟ ସହ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ଆଉ ସହର ସାରା ପଇଁତରା ମାରୁଛନ୍ତି ସୁରକ୍ଷାକର୍ମୀ । ୩୭୦ ଧାରା ଉଛେଦ ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

କାରଣ ଆଗକୁ ସ୍ୱାଧୀନତା ଦିବସ ରହିଥିବା ବେଳେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ପ୍ରତିହତ କରିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ବହୁ ଗୁଣିତ କରାଯାଇଛି । ଏହାସହ  ଲୁଧିଆନା ରେଳ ଷ୍ଟେସନରେ ଯାତ୍ରୀମାନଙ୍କୁ ତନ୍ନତନ୍ନ କରି ଯାଂଚ ମଧ୍ୟ କରାଯାଉଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.