Home ଓଡ଼ିଶା ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

21

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତ୍ୟକ୍ଷ ଦର୍ଶନ କରି ନିଜକୁ କୃତାର୍ଥ ମନେ କଲି – ଧର୍ମେନ୍ଦ୍ର ପ୍ରଧାନ

ପୁରୀ, ଜାନୁଆରୀ ୦୯ (ଓଡ଼ିଆ ପୁଅ) – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି।

ଏହି ଅବସରରେ ଗଣମାଧ୍ୟମକୁ କହିଛନ୍ତି ଯେ ଦୀର୍ଘ ଦିନ ପରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତ୍ୟକ୍ଷ ଦର୍ଶନ କରି ନିଜକୁ କୃତାର୍ଥ ମନେ କଲି। ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.