Home ଓଡ଼ିଶା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ପରଲୋକରେ ଟୁକୁନି ସାହୁଙ୍କ ଶୋକ

ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ପରଲୋକରେ ଟୁକୁନି ସାହୁଙ୍କ ଶୋକ

136

ବଲାଙ୍ଗୀର, ୦୪-୧୦ (ଓଡ଼ିଆ ପୁଅ/ସନ୍ତୋଷ ନାୟକ) ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଭିଇଥିବା ବେଳେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ଟୁଇଟ କରି କହିଛନ୍ତି ଯେ, ପ୍ରଦୀପ ମହାରଥୀଙ୍କ ଦେହାନ୍ତ ଖବର ଶୁଣି ମୁଁ ମର୍ମାହତ। ସେ ଜଣେ ଦକ୍ଷ ସଂଗଠକ, ନିର୍ଭୀକ ଓ ଲୋକାଭିମୁଖୀ ନେତା ଥିଲେ। ଭଗବାନ ତାଙ୍କର ଆତ୍ମାଙ୍କୁ ସଦଗତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.