ad
ଓଡ଼ିଶା

ବଜ୍ରପାତ ନେଲା ୮ବର୍ଷର ଶିଶୁର ଜୀବନ

ରାଉରକେଲା ୧୫-୬ (ଓଡ଼ିଆ ପୁଅ/ସୁବୋଧ ନାୟକ) : ସୁନ୍ଦରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ସୁବଳୟା ଗ୍ରାମରେ ବଜ୍ରାଘାତରେ ଜଣେ ୮ବର୍ଷର ଶିଶୁର ମୃତ୍ୟୁ ଘଟିଥିଲାବେଳେ ୫ଜଣ ଶିଶୁ ଗୁରୁତର ହୋଇଥିବା ଜଣାପଡ଼ିଛି। ଏକ ଗଛ ତଳେ ୬ଜଣ ପିଲା ଖେଳୁଥିବା ବେଳେ ବର୍ଷା ସହ ବଜ୍ରପାତ ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୫ ଶିଶୁ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ନିକଟ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରଯାଇଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top