Home ଓଡ଼ିଶା ବନ୍ଦ ହେବ ଏୟାର ଏସିଆ

ବନ୍ଦ ହେବ ଏୟାର ଏସିଆ

410

ଭୁବନେଶ୍ଵର,୨୦/୦୯,(ଓଡ଼ିଆ ପୁଅ ପି ନାଏକ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ଏୟାର ଏସିଆ ବିମାନ ଉଡ଼ାଣ ସାମୟିକ ବନ୍ଦ କରାଯିବ । ଉଡ଼ାଣ ବନ୍ଦ ନେଇ ବିଧିବଦ୍ଧ ଚିଠି କରିଛନ୍ତି ଏୟାର ଏସିଆ କର୍ତ୍ତୃପକ୍ଷ । ଭୁବନେଶ୍ୱର ବିମାନ ବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି କରି ଜଣାଇଥିବା ସୂଚନା ମିଳିଛି ।ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଭୁବନେଶ୍ୱର ବିମାନ ବନ୍ଦରରୁ ସପ୍ତାହରେ ତିନି ଦିନ ବ୍ୟାଙ୍କକକୁ ବିମାନ ଉଡ଼ାଣ କରୁଥିଲା । ସେଥିରେ ୧୮୦ ଜଣ ଯାତ୍ରୀ ଯିବାରେ ସୁବିଧା ଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.