ad
ଓଡ଼ିଶା

ବନ୍ଦ ହେବ ଏୟାର ଏସିଆ

ଭୁବନେଶ୍ଵର,୨୦/୦୯,(ଓଡ଼ିଆ ପୁଅ ପି ନାଏକ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ଏୟାର ଏସିଆ ବିମାନ ଉଡ଼ାଣ ସାମୟିକ ବନ୍ଦ କରାଯିବ । ଉଡ଼ାଣ ବନ୍ଦ ନେଇ ବିଧିବଦ୍ଧ ଚିଠି କରିଛନ୍ତି ଏୟାର ଏସିଆ କର୍ତ୍ତୃପକ୍ଷ । ଭୁବନେଶ୍ୱର ବିମାନ ବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି କରି ଜଣାଇଥିବା ସୂଚନା ମିଳିଛି ।ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଭୁବନେଶ୍ୱର ବିମାନ ବନ୍ଦରରୁ ସପ୍ତାହରେ ତିନି ଦିନ ବ୍ୟାଙ୍କକକୁ ବିମାନ ଉଡ଼ାଣ କରୁଥିଲା । ସେଥିରେ ୧୮୦ ଜଣ ଯାତ୍ରୀ ଯିବାରେ ସୁବିଧା ଥିଲା ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top