Home ଓଡ଼ିଶା ବଲାଙ୍ଗୀର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୩୦୪ କୁ ବୃଦ୍ଧି

ବଲାଙ୍ଗୀର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୩୦୪ କୁ ବୃଦ୍ଧି

96

ବଲାଙ୍ଗୀର, ୨୪-୦୭ (ଓଡ଼ିଆ ପୁଅ) ଶୁକ୍ରବାର ବଲାଙ୍ଗୀର ଜିଲ୍ଲାରେ ନୂଆ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବଲାଙ୍ଗୀର ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୪ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୨୬୬ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟ ୩୮ ଜଣ ସକ୍ରିୟ ଅଛନ୍ତି। ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୫୯୪ଜଣଙ୍କ ମଧ୍ୟରୁ ବଲାଙ୍ଗିର ଜିଲ୍ଲାର ୬ ଜଣ ପଜିଟିଭି ଥିବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.