Home Top News ବାଣିଜ୍ୟିକ ଖଣି ନିଲାମୀର ଦ୍ୱିତୀୟ ଦିନରେ ନିଲାମ ହେଲା ଓଡ଼ିଶାର ଦୁଇଟି କୋଇଲା ଖଣି

ବାଣିଜ୍ୟିକ ଖଣି ନିଲାମୀର ଦ୍ୱିତୀୟ ଦିନରେ ନିଲାମ ହେଲା ଓଡ଼ିଶାର ଦୁଇଟି କୋଇଲା ଖଣି

30

ନୂଆ ଦିଲ୍ଲୀ ୧୪ -୯ (ଓଡ଼ିଆ ପୁଅ) ସିଏମଏସପି ଆଇନ ଏବଂ ଏମଏମଡିଆର ଆଇନର ଚତୁର୍ଥ ଓ ପଞ୍ଚମ ପର୍ଯ୍ୟାୟ ଦ୍ୱିତୀୟ ପ୍ରୟାସ ଅଧୀନରେ ବାଣିଜ୍ୟିକ କୋଇଲା ଖଣିର ନିଲାମୀ ମାର୍ଚ୍ଚ ୩୦, ୨୦୨୨ରେ ଆରମ୍ଭ ହୋଇଥିଲା। ଏହି କ୍ରମରେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଆଜି ଇ-ନିଲାମୀର ଦ୍ୱିତୀୟ ଦିନରେ ଦୁଇଟି ଏମଏମଡିଆର କୋଇଲା ଖଣି ନିଲାମ କରାଯାଇଛି । ଏହି ଦୁଇଟି ହେଲା ଘୋଗରପାଲି ଏବଂ ଏହାର ଗଭୀର ସମ୍ପ୍ରସାରଣ କୋଇଲା ଖଣି । କୋଇଲା ଖଣିର ବିବରଣୀ ନିମ୍ନରେ ଦିଆଗଲା:-

  • ଉଭୟ କୋଇଲା ଖଣିରୁ ସମ୍ପୂର୍ଣ୍ଣ ଖଣିଜ ଉତ୍ତୋଳନ କରାଯିବ ।
  • ଏଗୁଡ଼ିକର ମୋଟ ଗଚ୍ଛିତ ଖଣିଜ ଦ୍ରବ୍ୟ ପରିମାଣ ୧୨୮୮.୨୮ ନିୟୁତ ଟନ ରହିଛି ।
  • ଏହି ଦୁଇଟି ଖଣିର ପିଆରସି ଦର ବାର୍ଷିକ ୨୦ ନିୟୁତ ଟନ୍‌ ରହିଛି ।
କ୍ରଂସଂ. ଖଣିର ନାମ ରାଜ୍ୟ ପିଆରସି (ଏମଟିପିଏ) ଭୌଗଳିକ ଭଣ୍ଡାର (ନିୟୁତ ଟନ) କ୍ଲୋଜିଂ ବିଡ୍‌ ଦାଖଲ କରିଥିବା କର୍ତ୍ତୃପକ୍ଷ ସଂରକ୍ଷିତ ମୂଲ୍ୟ(%) ଶେଷ ଅଫର (%)
୧-୨ ଘୋଗରପାଲି ଏବଂ ଏହାର ଗଭୀର ସମ୍ପ୍ରସାରଣ କୋଇଲା ଖଣି ଓଡ଼ିଶା ୨୦.୦୦ ୧୨୮୮.୨୮ ବେଦାନ୍ତ ଲିମିଟେଡ/68522 ୪.୦୦ ୨୩.୦୦

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.