ad
ଓଡ଼ିଶା

ବାରହା ଶିକାର ପାଇଁ ପଡ଼ିଥିବା ବିଦ୍ୟୁତ ତାର ହେଲା କାଳ

ଗଞ୍ଜାମ,୧୫/୦୯,(ଓଡ଼ିଆ ପୁଅ ପି ନାଏକ): ଗଞ୍ଜାମ ଭଞ୍ଜନଗର ଥାନା ଅନ୍ତର୍ଗତ ଚୂନପଲ୍ଲୀ ଗାଁରେ ଅଘଟଣ ଘଟିଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶକ୍ତି ପଶାୟତ(୧୭) । ତେବେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶକ୍ତିର ମୃତ୍ୟୁ ହୋଇଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ ନିଆଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top