Home ଜିଲ୍ଲା ପରିକ୍ରମା ବିଜୁ ଜନତା ଦଳର ଜିଲା କାର୍ଯ୍ୟକାରିଣୀ ବୈଠକ

ବିଜୁ ଜନତା ଦଳର ଜିଲା କାର୍ଯ୍ୟକାରିଣୀ ବୈଠକ

21

ଭଦ୍ରକ, ୧୫ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ବିଜୁ ଜନତା ଦଳ ଭଦ୍ରକ ଜିଲାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଧର୍ମଶାଳାର ବିଧାୟକ ତଥା ଭଦ୍ରକର ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତ ରାୟ, ଚାନ୍ଦବାଲିର ବିଧାୟକ, ରାଜ୍ୟ ଯୁବ ସଭାପତି ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବ୍ୟୋମକେଶ ରାୟ, ଭଦ୍ରକ ସାଂସଦ ମଂଜୁଲତା ମଣ୍ଡଳ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଜିଲା ବିଜେଡି ସଭାପତି ଜଗନ୍ନାଥ ସ୍ୱାଇଁ, ଜିଲା ପରିଷଦ ଅଧ୍ୟକ୍ଷ ଦ୍ୱିଜବର ରାଉତ ଓ ସମସ୍ତ ବ୍ଲକ୍‌ର ଅଧ୍ୟକ୍ଷ, ଯୁବ ଛାତ୍ର, ମହିଳା ଓ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.