Home ଓଡ଼ିଶା ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

85

ବାଲିଗୁଡ଼ା -୨୮/୦୯ (ଓଡ଼ିଆ ପୁଅ/ସଞ୍ଜୟ ପାଣିଗ୍ରାହୀ) –ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଛି।ଏଥିରେ ଅଧ୍ୟକ୍ଷ ଶରତ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଶ୍ୱ ପର୍ଯ୍ୟଟନ ଦିବସର ତାତ୍ପର୍ଯ୍ୟ ସଂପର୍କରେ ଅଭିବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଅଧ୍ୟାପକ କାର୍ତ୍ତିକ ଚନ୍ଦ୍ର ସି, ସମ୍ମାନିତ ଅତିଥି ରୂପେ ଅଧ୍ୟାପକ ବିଭୂତି ଭୂଷଣ ଆଚାର୍ଯ୍ୟ ଯୋଗ ଦେଇଥିଲେ। ଏହି କାର୍ଯ୍ୟ କ୍ରମ ରେ ଭୋକେସନାଲ ଟ୍ରେନର ପବନ ପଟ୍ଟନାୟକ, କାର୍ତ୍ତିକ ସାମଲ, ଟୁରିଷ୍ଟ ଗାଇଡ ହିମାଂଶୁ ସାହୁ ଯୋଗ ଦେଇ ପର୍ଯ୍ୟଟନ ସଂପର୍କରେ ଛାତ୍ରଛାତ୍ରୀଙ୍କୁ ବିଝାଇ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.