Home ଓଡ଼ିଶା ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା, ମୋହନ ମାଝୀ ହେଲେ ବିଜେପି ବିଧାୟକ ଦଳ ମୁଖ୍ୟ...

ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା, ମୋହନ ମାଝୀ ହେଲେ ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ

384

– ବିଧାୟକ ଦଳର ଉପନେତା ଭାବେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ଦାୟୀତ୍ୱ ପ୍ରଦାନ
– ମୁଖ୍ୟ ସେଚତକ ଭାବେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀଙ୍କୁ ଦାୟୀତ୍ୱ ପ୍ରଦାନ

ଭୁବନେଶ୍ୱର, ୨୯/୦୬ (ଓଡ଼ିଆ ପୁଅ) : ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ଉପନେତା ଭାବେ ଧାମନଗର ବିଧାୟକ ବିଷ୍ଣୁ ସେଠୀ ଏବଂ ମୁଖ୍ୟ ସେଚତକ ଭାବେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି ବୋଲି ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଓଡିଶାବାସୀ ୨୩ ଟି ବିଧାୟକ ଦେଇ ବିଧାନସଭାରେ ମୁଖ୍ୟ ବିରୋଧୀ ଦଳର ମାନ୍ୟତା ଦେଇଛନ୍ତି। ଓଡିଶାବାସୀ ଯେଉଁ ଗୁରୁଦାୟିତ୍ୱ ଦେଇଛନ୍ତି ତାକୁ ସୂଚାରୁରୂପେ ବିଜେପି ବିଧାନସଭାରେ ତୁଲାଉଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.