Home ଓଡ଼ିଶା ଭାରତ ରତ୍ନ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି

ଭାରତ ରତ୍ନ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି

196

ନୂଆ ଦିଲ୍ଲୀ ୯-୮ (ଓଡ଼ିଆ ପୁଅ) ଗୁରୁବାରଦିନ ରାଷ୍ଟ୍ରପତି ଭବନ ପରିସରରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଭାରତ ରତ୍ନ ପୁରସ୍କାର ପ୍ରଦାନ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଅଳଙ୍କରଣ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ମରୋଣୋତର ଭାବେ ଶ୍ରୀ ନାନାଜୀ ଦେଶମୁଖ ଏବଂ ଡ. ଭୂପେନ୍ଦ୍ର କୁମାର ହଜାରିକାଙ୍କୁ ଭାରତ ରତ୍ନ ଦିଆଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.