Home ଓଡ଼ିଶା ଭୁବନେଶ୍ୱରରୁ ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ

45

ଭୁବନେଶ୍ୱର : ୧୦-୫ (ଓଡ଼ିଆ ପୁଅ) ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୧ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୮୧ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୮୫୯ଜଣ ସୁସ୍ଥହୋଇ ଘରକୁ ଫେରିଛନ୍ତି। ଏହା ସହ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୪୫୭୬ରେ ପହଞ୍ଚିଛି। ଏଥିମଧ୍ୟରୁ ୪୩୯୨୦ଜଣ ସୁସ୍ଥ ହୋଇଥିବା ବେଳେ ୨୮୨ଜଣଙ୍କର ମୃତ୍ୟୁ ଘଟିଛି। ୧୦୩୫୩ଜଣ ଚିକିତ୍ସାଧୀନ ରହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.