ad
ଓଡ଼ିଶା

ମନ୍ଦିର ଖୋଲାଯିବା ପ୍ରସଙ୍ଗ : ହାଇକୋର୍ଟରେ ଶୁଣାଣି; ୧୦ଦିନ ଭିତରେ ଉତ୍ତର ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

କଟକ ୧୪-୯ (ଓଡ଼ିଆ ପୁଅ) ରାଜ୍ୟରେ ମନ୍ଦିର ଖୋଲାଯିବା ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି। ଆସନ୍ତା ୧୦ଦିନ ଭିତରେ ଉତ୍ତର ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଆସନ୍ତା ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top