Home ଓଡ଼ିଶା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨୦ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨୦ ଗୁରୁତର

463

କେନ୍ଦୁଝର,୧୩/୧୦,(ଓଡ଼ିଆ ପୁଅ ପି ନାଏକ): ଆଜି କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବସକୁ ଟ୍ରକଟି ଧକ୍କା ଦେବା ଫଳରେ  ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହେବା ସହ ୫ ଜଣ ଗୁରୁତର ହୋଇଛନ୍ତି । ତେବେ ସମସ୍ତ ଆହତଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ତଥ୍ୟ ଅନୁସାରେ, ଅମ୍ବିକା ନାମକ ଏକ ଯାତ୍ରୀବାହୀ ବସ୍‌ ଅନୁଗୁଳରୁ ରାଇରଙ୍ଗପୁର ଯାଉଥିବା ବେଳେ ଏହି ଅଘଟଣ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.