Home ଓଡ଼ିଶା ମହାରାଷ୍ଟ୍ର ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା...

ମହାରାଷ୍ଟ୍ର ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

31

ନୂଆ ଦିଲ୍ଲୀ ୧୧-୧ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଭଣ୍ଡାରାସ୍ଥିତ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ମଞ୍ଜୁର କରିଛନ୍ତି। ଏହି ଅଗ୍ନିକାଣ୍ଡରେ ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମଧ୍ୟ ସେ ଅନୁମୋଦନ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.