Home Top News ମା’ ହେବାକୁ ଯାଉଛନ୍ତି ଆଲିଆ ଭଟ୍ଟ

ମା’ ହେବାକୁ ଯାଉଛନ୍ତି ଆଲିଆ ଭଟ୍ଟ

51

ନୂଆଦିଲ୍ଲୀ ୨୭-୬ (ଓଡ଼ିଆ ପୁଅ) ମା’ ହେବାକୁ ଯାଉଛନ୍ତି ଆଲିଆ ଭଟ୍ଟ। ଆଲିଆ ଭଟ୍ଟ ନିଜେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏହି ପୋଷ୍ଟ ସେୟାର କରି ପ୍ରଶଂସକଙ୍କୁ ସେ ଏହି ଖୁସି ଖବର ଦେଇଛନ୍ତି। ଆଲିଆ ଏବଂ ରଣବୀର ପିତାମାତା ହେବା ବିଷୟରେ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଆଲିଆ ରଣବୀରଙ୍କ ଡାକ୍ତରଖାନାର ଏକ ଫଟୋ ସେୟାର କରିଛନ୍ତି। ଫଟୋ ସେୟାର କରିବାବେଳେ ସେ ଲେଖିଛନ୍ତି – ଆମ ସନ୍ତାନ ଶୀଘ୍ର ଆସିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.