Home ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ: ଏନ୍.ଏଲ.ସି ଇଣ୍ଡିଆ ଲିମିଟେଡ ପକ୍ଷରୁ ୨ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ: ଏନ୍.ଏଲ.ସି ଇଣ୍ଡିଆ ଲିମିଟେଡ ପକ୍ଷରୁ ୨ କୋଟି ଟଙ୍କା

505

ଭୁବନେଶ୍ୱର, ୭.୫ (ଓଡ଼ିଆ ପୁଅ) ଫନି ବାତ୍ୟା ଦୁର୍ଗତଙ୍କ ସହାୟତା ଓ ପୁନରୁଦ୍ଧାର ପାଇଁ ଆଜି ଅନେକ ସଂସ୍ଥା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ ଦିଆଯାଇଛି। ଏନ୍.ଏଲ.ସି ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହାର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀ ରାକେଶ କୁମାର ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ୨ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି।

ଓଡିଶାବାସୀଙ୍କ ବିପଦ ସମୟରେ ସେମାନଙ୍କୁ ସହାୟତା କରିବା ପାଇଁ ଏହି ସଂସ୍ଥା ସହୃଦୟତାର ସହ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.