Home ଓଡ଼ିଶା ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

173

ଅନୁଗୁଳ,୨୬ ।୭(ଓଡିଆ ପୁଅ/ପଙ୍କଜିନୀ ନାୟକ): ଅନୁଗୁଳ ଜିଲ୍ଲା ଭରତପୁର କୋଇଲା ଖଣିରେ ମାଟି ଅତଡା ଧସିବା ଘଟଣାରେ ୨ ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି ।ଏହି ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.