Home ଜିଲ୍ଲା ପରିକ୍ରମା ଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ ବଣ୍ଟନ

ଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ ବଣ୍ଟନ

236

କୁଚିଣ୍ଡା ୧୧/୦୯ (ଓଡିଆ ପୁଅ/ତନୟ ମହାପାତ୍ର) କୁଚିଣ୍ଡା ବିଜ୍ଞାପିତ ଅଚଂଳ ପରିଷଦର ସଭାଗୃହରେ କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଆଇନ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ ବଣ୍ଟନ କରିଛନ୍ତି। ଆଜି ୧୩ ଜଣ ହିତାଧିକାରୀଙ୍କୁ ରାସନକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମାନ୍ୟବର ବିଧାୟକ। ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ସମସ୍ତ ୧୬୭ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ଏନଏସି ନିର୍ବାହୀ ଅଧିକାରୀ ମନୋଜ ତାଣ୍ଡି ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.