Home ଓଡ଼ିଶା ରାଜ୍ୟକୁ ବଜ୍ରପାତ ସମ୍ଭାବନା

ରାଜ୍ୟକୁ ବଜ୍ରପାତ ସମ୍ଭାବନା

166

ଭୁବନେଶ୍ଵର,୦୪/୧୦,(ଓଡ଼ିଆ ପୁଅ ପି ନାଏକ):ରାଜ୍ୟରେ ପୁଣି ଫେରିପାରେ ବର୍ଷା । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଛି । ଯାହା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲା ସାମିଲ ରହିଛି । ଏହାସହ ଉକ୍ତ ଜିଲ୍ଲାଗୁଡିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ସାରା ରାଜ୍ୟରେ ଏବେ ଦଶହରା ମାହୋଲ ଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.