Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୫୬୦ କୁ...

ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୫୬୦ କୁ ବୃଦ୍ଧି

57

ଭୁବନେଶ୍ୱର ୧୭-୧୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୫୬୦ କୁ ବୃଦ୍ଧି ପାଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବରଗଡ ଜିଲ୍ଲାର ଜଣେ
ଭଦ୍ରକ ଜିଲ୍ଲାର ଜଣେ
ଭୁବନେଶ୍ୱରର ଜଣେ
କଟକ ଜିଲ୍ଲାର ଜଣେ
ଗଞ୍ଜାମ ଜିଲ୍ଲାର ଜଣେ
ଜଗତସିଂହପୁରର ୨ ଜଣ
ପୁରୀ ଜିଲ୍ଲାର ଜଣେ
ସମ୍ବଲପୁର ଜିଲ୍ଲାର ୩ ଜଣ
ସୁବର୍ଣ୍ଣପୁର ଜିଲ୍ଲାର ୨ ଜଣ
ସୁନ୍ଦରଗଡ ଜିଲ୍ଲାର ୪ ଜଣ

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଜାଣନ୍ତୁ ମୃତକଙ୍କ ବିଷୟରେ –

୧- ବରଗଡ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୨- ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ୬୦ ବର୍ଷ ବୟସ୍କ ପୁରୁଷ।

୪- କଟକ ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୬- ଜଗତସିଂହପୁରର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୭- ଜଗତସିଂହପୁରର ୭୩ ବର୍ଷିୟା ମହିଳା ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୮- ପୁରୀ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ।

୯- ସମ୍ବଲପୁର ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ସମ୍ବଲପୁର ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧- ସମ୍ବଲପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୩- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୪- ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୫- ସୁନ୍ଦରଗଡ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୧୬- ସୁନ୍ଦରଗଡ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ସୁନ୍ଦରଗଡ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏକି CKD ରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.