Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୮ ଜୀବନ: ମୋଟ ସଂଖ୍ୟା ୮,୫୫୦ କୁ ବୃଦ୍ଧି

ରାଜ୍ୟରେ ଆଜି କରୋନା ନେଲା ୮ ଜୀବନ: ମୋଟ ସଂଖ୍ୟା ୮,୫୫୦ କୁ ବୃଦ୍ଧି

89

ଭୁବନେଶ୍ୱର ୨୭ -୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୮ ଜୀବନ। ମୋଟ ସଂଖ୍ୟା ୮,୫୫୦ କୁ ବୃଦ୍ଧି ହୋଇଛି। ତେବେ

୧. ବାଲେଶ୍ୱର ଜିଲ୍ଲାର ୮୦ ବର୍ଷ ବୟସ୍କ ପୁରୁଷ।

୨. ଭୁବନେଶ୍ୱରର ଜଣେ ୮୨ ବର୍ଷ ବୟସ୍କ ପୁରୁଷ।

୩. କେନ୍ଦୁଝର ଜିଲ୍ଲାର ୬୪ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪. କୋରାପୁଟ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ ଯିଏକି ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୫. ରାୟଗଡ଼ା ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୬. ସୁନ୍ଦରଗଡ ଜିଲ୍ଲାର ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭. ସୁନ୍ଦରଗଡ ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ, ହାଇପୋଥାଇରଏଡିଜିମ୍, ରିମାଟିକ୍ ହୃଦ୍ ରୋଗରେ ମଧ୍ୟ ପୀଡିତ ଥିଲେ।

୮. ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.