Home Top News ରାଜ୍ୟରେ ଆଜି ୧୬୪୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮ ମୃତ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୧୬୪୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮ ମୃତ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

104

ଭୁବନେଶ୍ୱର ୧୯-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୧୬୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୧୬୪୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୯୫୫
– ସ୍ଥାନୀୟ ଅଞ୍ଚଳରୁ୬୯୩
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୮୯
୨- ବାଲେଶ୍ୱର ଜିଲ୍ଲାରୁ – ୮୩
୩- ବରଗଡ଼ ଜିଲ୍ଲାରୁ – ୧୭
୪- ଭଦ୍ରକ ଜିଲ୍ଲାରୁ – ୭୭
୫- ବଲାଙ୍ଗୀର ଜିଲ୍ଲାରୁ – ୧
୬- ବୌଦ୍ଦ ଜିଲ୍ଲାରୁ – ୫
୭- କଟକ ଜିଲ୍ଲାରୁ – ୩୩୫
୮- ଦେବଗଡ଼ ଜିଲ୍ଲାରୁ – ୧
୯- ଢେଙ୍କାନାଳ ଜିଲ୍ଲାରୁ – ୫୪
୧୦- ଗଜପତି ଜିଲ୍ଲାରୁ – ୫
୧୧- ଗଞ୍ଜାମ ଜିଲ୍ଲାରୁ – ୧୧
୧୨- ଜଗତସିଂହପୁର ଜିଲ୍ଲାରୁ – ୧୧୨
୧୩- ଯାଜପୁର ଜିଲ୍ଲାରୁ – ୧୧୩
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୯
୧୫- କଳାହାଣ୍ଡି ଜିଲ୍ଲାରୁ – ୧୧
୧୬- କନ୍ଧମାଳ ଜିଲ୍ଲାରୁ – ୧୫
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୦
୧୮- କେନ୍ଦୁଝର ଜିଲ୍ଲାରୁ – ୨୧
୧୯- କୋର୍ଦ୍ଧାରୁ : ୨୩୦
୨୦- କୋରାପୁଟ ଜିଲ୍ଲାରୁ – ୬
୨୧- ମାଲକାନଗିରି : ୩୫
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୭୭
୨୩- ନବରଙ୍ଗପୁର ଜିଲ୍ଲାରେ: ୧୨
୨୪- ନୟାଗଡ଼ ଜିଲ୍ଲାରୁ – ୭୩
୨୫- ନୂଆପଡ଼ା ଜିଲ୍ଲାରୁ – ୭
୨୬- ପୁରୀ ଜିଲ୍ଲାରୁ – ୬୭
୨୭- ରାୟଗଡ଼ା ଜିଲ୍ଲାରୁ – ୨୧
୨୮- ସମ୍ବଲପୁର ଜିଲ୍ଲାରୁ – ୨୪
୨୯- ସୋନପୁର ଜିଲ୍ଲାରୁ – ୧୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୩୩
୩୧- State Pool: ୪୪
– ନୂଆ ସୁସ୍ଥ ହୋଇଥିଲେ୨୪୯୨
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୫୧୩୫୮୬୨
– ମୋଟ ଆକ୍ରାନ୍ତ ୯୫୫୯୭୪
– ମୋଟ ସୁସ୍ଛ ହୋଲେଣି ୯୩୦୪୧୮
– ସକ୍ରୀୟ ଆକ୍ରାନ୍ତ – ୨୦୩୮୭

ରାଜ୍ୟରେ ଆଜି ୫୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫୧୧୬ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୨ ଜଣ,

ବାଲେଶ୍ୱର ୩ ଜଣ,

ବରଗଡ ୭ ଜଣ,

ଭଦ୍ରକ ୨ ଜଣ,

ବଲାଙ୍ଗୀର ୪ ଜଣ,

ବୌଦ୍ଧ ୧ ଜଣ,

କଟକ ୩ ଜଣ,

ଢେଙ୍କାନାଳ ୧ ଜଣ,

ଗଞ୍ଜାମ ୫ ଜଣ,

ଯାଜପୁର ୧ ଜଣ,

ଝାରସୁଗୁଡ଼ା ୧ ଜଣ,

କେନ୍ଦ୍ରାପଡା ୨ ଜଣ,

ଖୋର୍ଦ୍ଧା ୧୯ ଜଣ,

ମୟୁରଭଞ୍ଜ ୧ ଜଣ,

ପୁରୀ ୩ ଜଣ,

ସମ୍ବଲପୁର ୩ ଜଣ,

ମୋଟ ୫୮ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୧, ୭୦୯ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୦ [+୮୭] ଜଣ ସକ୍ରୀୟ ଅଛନ୍ତି। ୪୦, ୮୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୬, ୮୩୧ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୨୫ [+୮୦] ଜଣ ସକ୍ରୀୟ ଅଛନ୍ତି। ୩୫, ୦୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୫୪୪ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୦, ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୮ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୪, ୫୦୯ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୭ [+୭୫] ଜଣ ସକ୍ରୀୟ ଅଛନ୍ତି। ୨୩, ୫୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୦୯୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯ [-୩] ଜଣ ସକ୍ରୀୟ ଅଛନ୍ତି। ୨୨, ୯୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୪୫୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୪] ଜଣ ସକ୍ରୀୟ ଅଛନ୍ତି। ୧୨, ୨୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୩, ୮୧୭ [+୩୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୮୪୨ [+୩୩୨] ଜଣ ସକ୍ରୀୟ ଅଛନ୍ତି। ୮୦, ୬୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୦୮୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୧] ଜଣ ସକ୍ରୀୟ ଅଛନ୍ତି। ୬, ୦୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୫୫୪ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୦ [+୫୩] ଜଣ ସକ୍ରୀୟ ଅଛନ୍ତି। ୧୭, ୮୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୧୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୫] ଜଣ ସକ୍ରୀୟ ଅଛନ୍ତି। ୯, ୨୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୩୧୦ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୬] ଜଣ ସକ୍ରୀୟ ଅଛନ୍ତି। ୩୨, ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୧ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୪, ୨୯୦ [+୧୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୮ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୯, ୯୩୫ [+୧୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୬୧ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୩୮, ୪୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୦୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୮] ଜଣ ସକ୍ରୀୟ ଅଛନ୍ତି। ୨୩, ୨୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୦୫୩ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୩, ୭୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୦୯୩ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୨ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୦, ୮୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୨, ୪୩୨ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୮ [+୪୮] ଜଣ ସକ୍ରୀୟ ଅଛନ୍ତି। ୨୧, ୭୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୦୫୮ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୦ [+୨୧] ଜଣ ସକ୍ରୀୟ ଅଛନ୍ତି। ୧୯, ୬୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୪, ୨୧୮ [+୨୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୪୯୮ [+୨୧୧] ଜଣ ସକ୍ରୀୟ ଅଛନ୍ତି। ୧, ୩୮, ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୧୬ [+୧୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୭୩୪ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୯ [+୬] ଜଣ ସକ୍ରୀୟ ଅଛନ୍ତି। ୧୮, ୩୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୩୨୩ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୫ [+୩୫] ଜଣ ସକ୍ରୀୟ ଅଛନ୍ତି। ୧୧, ୦୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୭, ୮୯୨ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୨ [+୭୬] ଜଣ ସକ୍ରୀୟ ଅଛନ୍ତି। ୩୬, ୭୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୩୨୦ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୩, ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୧, ୮୭୬ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୩ [+୭୩] ଜଣ ସକ୍ରୀୟ ଅଛନ୍ତି। ୨୧, ୦୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୨୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୭] ଜଣ ସକ୍ରୀୟ ଅଛନ୍ତି। ୨୨, ୬୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୨, ୦୭୦ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୪ [+୬୪] ଜଣ ସକ୍ରୀୟ ଅଛନ୍ତି। ୪୦, ୮୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୫୮୦ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୫ [+୨୧] ଜଣ ସକ୍ରୀୟ ଅଛନ୍ତି। ୧୯, ୧୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୨୧୦ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୫ [+୨୧] ଜଣ ସକ୍ରୀୟ ଅଛନ୍ତି। ୨୯, ୮୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୨, ୯୨୩ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୨, ୭୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୨୬୨ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୫ [+୩୩] ଜଣ ସକ୍ରୀୟ ଅଛନ୍ତି। ୫୯, ୧୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୫, ୧୬୨ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୩ [+୪୪] ଜଣ ସକ୍ରୀୟ ଅଛନ୍ତି। ୨୪, ୩୦୯ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.