Home Coronavirus Outbreak ରାଜ୍ୟରେ ଆଜି ୩୬୭୯ ନୂଆ ଆକ୍ରାନ୍ତ

ରାଜ୍ୟରେ ଆଜି ୩୬୭୯ ନୂଆ ଆକ୍ରାନ୍ତ

106

ଭୁବନେଶ୍ୱର ୮ -୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୬୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ଆଜି ୩୬୭୯ ନୂଆ ଆକ୍ରାନ୍ତ,
ନୂଆ ଆକ୍ରାନ୍ତ: ୩୬୭୯
୦-୧୮ ବର୍ଷର : ୩୮୪
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୨୧୪୮
– ସ୍ଥାନୀୟ ଅଞ୍ଚଳରୁ୧୫୩୧
୧- ଅନୁଗୁଳ ଜିଲ୍ଲାରୁ – ୫୫
୨- ବାଲେଶ୍ୱର ଜିଲ୍ଲାରୁ – ୧୪
୩- ବରଗଡ଼ ଜିଲ୍ଲାରୁ – ୪୮
୪- ଭଦ୍ରକ ଜିଲ୍ଲାରୁ – ୧୮
୫- ବଲାଙ୍ଗୀର ଜିଲ୍ଲାରୁ – ୩୫
୬- ବୌଦ୍ଦ ଜିଲ୍ଲାରୁ – ୨
୭- କଟକ ଜିଲ୍ଲାରୁ – ୩୧୦
୮- ଦେବଗଡ଼ ଜିଲ୍ଲାରୁ – ୨୦
୯- ଢେଙ୍କାନାଳ ଜିଲ୍ଲାରୁ – ୫
୧୦- ଗଜପତି ଜିଲ୍ଲାରୁ – ୧୫
୧୧- ଗଞ୍ଜାମ ଜିଲ୍ଲାରୁ – ୪୨
୧୨- ଜଗତସିଂହପୁର ଜିଲ୍ଲାରୁ – ୧୭
୧୩- ଯାଜପୁର ଜିଲ୍ଲାରୁ – ୭୮
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୩୪
୧୫- କଳାହାଣ୍ଡି ଜିଲ୍ଲାରୁ – ୧୩
୧୬- କନ୍ଧମାଳ ଜିଲ୍ଲାରୁ – ୬
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୦
୧୮- କେନ୍ଦୁଝର ଜିଲ୍ଲାରୁ – ୪୪
୧୯- ଖୋର୍ଦ୍ଧାରୁ : ୧୨୨୩
୨୦- କୋରାପୁଟ ଜିଲ୍ଲାରୁ – ୩୬
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୮୦
୨୨- ନବରଙ୍ଗପୁର ଜିଲ୍ଲାରେ: ୪୪
୨୩- ନୟାଗଡ଼ ଜିଲ୍ଲାରୁ – ୧୦
୨୪- ନୂଆପଡ଼ା ଜିଲ୍ଲାରୁ – ୨୩
୨୫- ପୁରୀ ଜିଲ୍ଲାରୁ – ୧୦୦
୨୬- ରାୟଗଡ଼ା ଜିଲ୍ଲାରୁ – ୨୧
୨୭- ସମ୍ବଲପୁର ଜିଲ୍ଲାରୁ – ୩୭୨
୨୮- ସୋନପୁର ଜିଲ୍ଲାରୁ – ୩୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୫୮୨
୩୦- State Pool: ୨୮୯
– ନୂଆ ସୁସ୍ଥ ହୋଇଥିଲେ୨୫୩
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୬୦୩୪୪୬୯
– ମୋଟ ଆକ୍ରାନ୍ତ ୧୦୬୬୧୫୫
– ମୋଟ ସୁସ୍ଛ ହୋଲେଣି ୧୦୪୫୯୭୧
– ସକ୍ରୀୟ ଆକ୍ରାନ୍ତ – ୧୧୬୬୩

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୪, ୦୬୦ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ [+୫୫] ଜଣ ସକ୍ରୀୟ ଅଛନ୍ତି। ୪୩, ୫୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୧, ୩୪୯ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୯ [+୧୪] ଜଣ ସକ୍ରୀୟ ଅଛନ୍ତି। ୪୦, ୭୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୩୭୪ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୧ [+୪୮] ଜଣ ସକ୍ରୀୟ ଅଛନ୍ତି। ୩୦, ୮୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୬୫୪ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୬, ୪୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୫୮୯ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୩୫] ଜଣ ସକ୍ରୀୟ ଅଛନ୍ତି। ୨୩, ୩୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୬୭୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୨] ଜଣ ସକ୍ରୀୟ ଅଛନ୍ତି। ୧୨, ୫୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୬, ୫୧୭ [+୩୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୧ [+୩୧୦] ଜଣ ସକ୍ରୀୟ ଅଛନ୍ତି। ୯୪, ୭୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୭୭୮ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯ [+୨୦] ଜଣ ସକ୍ରୀୟ ଅଛନ୍ତି। ୬, ୬୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୨୦, ୦୬୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୫] ଜଣ ସକ୍ରୀୟ ଅଛନ୍ତି। ୧୯, ୭୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୭୯୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୧୫] ଜଣ ସକ୍ରୀୟ ଅଛନ୍ତି। ୯, ୬୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୪, ୧୨୫ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୮ [+୪୨] ଜଣ ସକ୍ରୀୟ ଅଛନ୍ତି। ୩୩, ୪୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୮, ୨୦୯ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୭, ୮୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୪, ୪୪୬ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୦ [+୭୮] ଜଣ ସକ୍ରୀୟ ଅଛନ୍ତି। ୪୪, ୦୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୪, ୪୧୪ [+୧୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୯ [+୧୩୪] ଜଣ ସକ୍ରୀୟ ଅଛନ୍ତି। ୨୩, ୮୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୩୯୦ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୪, ୧୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୫୫୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ [+୬] ଜଣ ସକ୍ରୀୟ ଅଛନ୍ତି। ୧୧, ୪୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୫, ୧୧୯ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୪, ୮୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୧, ୨୧୬ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୭ [+୪୪] ଜଣ ସକ୍ରୀୟ ଅଛନ୍ତି। ୨୦, ୮୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୮୫, ୭୧୪ [+୧, ୨୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୧୩୭ [+୧, ୨୨୩] ଜଣ ସକ୍ରୀୟ ଅଛନ୍ତି। ୧, ୭୯, ୯୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୦୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୨୬୮ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୩୬] ଜଣ ସକ୍ରୀୟ ଅଛନ୍ତି। ୧୯, ୧୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧୬୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୧୧, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୧, ୫୮୧ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୪ [+୮୦] ଜଣ ସକ୍ରୀୟ ଅଛନ୍ତି। ୪୧, ୦୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୭୦୩ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୩ [+୪୪] ଜଣ ସକ୍ରୀୟ ଅଛନ୍ତି। ୨୩, ୪୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୬୫୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୩, ୩୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୯୯୪ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୨୩] ଜଣ ସକ୍ରୀୟ ଅଛନ୍ତି। ୨୨, ୮୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୯୭୦ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୯ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୪୫, ୨୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୩୩୫ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୨୧] ଜଣ ସକ୍ରୀୟ ଅଛନ୍ତି। ୨୦, ୦୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୩, ୧୨୧ [+୩୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୦ [+୩୭୨] ଜଣ ସକ୍ରୀୟ ଅଛନ୍ତି। ୩୨, ୦୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୨୯୪ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୩୩] ଜଣ ସକ୍ରୀୟ ଅଛନ୍ତି। ୧୩, ୧୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୪, ୦୨୭ [+୫୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୯୨ [+୫୮୨] ଜଣ ସକ୍ରୀୟ ଅଛନ୍ତି। ୬୧, ୮୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୪, ୪୬୨ [+୨୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୦୧ [+୨୮୯] ଜଣ ସକ୍ରୀୟ ଅଛନ୍ତି। ୩୩, ୪୬୧ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.