Home Top News ରାଜ୍ୟର ଏହି ଜିଲ୍ଲାଗୁଡ଼ିକରେ ବର୍ଷା ହେବ – ୟେଲୋ ୱାର୍ଣ୍ଣିଂ ଜାରୀ କଲା ପାଣିପାଗ ବିଭାଗ

ରାଜ୍ୟର ଏହି ଜିଲ୍ଲାଗୁଡ଼ିକରେ ବର୍ଷା ହେବ – ୟେଲୋ ୱାର୍ଣ୍ଣିଂ ଜାରୀ କଲା ପାଣିପାଗ ବିଭାଗ

131

ଭୁବନେଶ୍ୱର ୨୩-୧ (ଓଡ଼ିଆ ପୁଅ) ରାଜ୍ୟର ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୁରଭଞ୍ଜର କିଛି ସ୍ଥାନରେ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ଥିବା ଏବଂ ବଜ୍ରପାତ ହେବାର ସମ୍ଭାବନା ଥିବା ଆକଳନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୁରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରୀ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.