Home ଜିଲ୍ଲା ପରିକ୍ରମା ସାମ୍ବାଦିକଙ୍କୁ ମାଡ଼ ଘଟଣାରେ କଂଗ୍ରେସ ଓ ବିଜେପିର ତିବ୍ରନିନ୍ଦା

ସାମ୍ବାଦିକଙ୍କୁ ମାଡ଼ ଘଟଣାରେ କଂଗ୍ରେସ ଓ ବିଜେପିର ତିବ୍ରନିନ୍ଦା

22

ନବରଙ୍ଗପୁର ୧୫ଣ୍ଡି-୯ଣ୍ଡି(ଓଡ଼ିଆ ପୁଅ/ରବିନାରାୟଣ ମହାନ୍ତି) ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ପରିସରରେ ସମ୍ବାଦିକଙ୍କୁ ଏଏସପି ଜୟକୃଷ୍ଣ ବେହେରା ପାଇପ ଯୋଗେ ପିଟିଥିଲେ। ଏହାକୁ ରାଜ୍ୟ ସାମ୍ବାଦିକ ସଂଘ ନିନ୍ଦା କରି ଅପରାଧୀଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ରଖିଛି। ଏପଟେ ଜିଲ୍ଲା କଂଗ୍ରେସ ଓ ଜିଲ୍ଲା ବିଜେପି ପକ୍ଷରୁ ବି ଦୃଢ଼ ନିନ୍ଦା କରାଯାଇଛି। ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ୭ ଦିନ ଭିତରେ ଯଦି ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆ ନ ଯାଏ, ତେବେ ରାଜ ରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି କଂଗ୍ରେସ ଓ ବିଜେପି ଦଳର ବରିଷ୍ଟ ନେତୃବୃନ୍ଦ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.