Home ଓଡ଼ିଶା ସ୍କୁଲ ଛାତରୁ ମୃତ ଦେହ ଉଦ୍ଧାର, ଥାନାରେ ଏତଲା

ସ୍କୁଲ ଛାତରୁ ମୃତ ଦେହ ଉଦ୍ଧାର, ଥାନାରେ ଏତଲା

118

ଜଗତସିଂହପୁର,୦୮/୧୦,(ଓଡ଼ିଆ ପୁଅ ପି ନାଏକ): ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଦା ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ,  ବିଦ୍ୟାଳୟ ଛାତ ଉପରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏନେଇ ମୃତକଙ୍କ ପତ୍ନୀ ଥାନାରେ ଏତଲା ଦେବା ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ହୋଇଛି ବୋଲି ପୋଲିସ ସନ୍ଦେହ କରୁଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.