ad
ଓଡ଼ିଶା

ହରିଶଙ୍କର ରେ ଭୂସ୍ଖଳନ

ବଲାଙ୍ଗୀର,୧୩/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ଲଗାଣ ବର୍ଷା ଯୋଗୁ ହରିଶଙ୍କରରେ ଭୂସ୍ଖଳନ । ଧସିଲା ମାଟି ଅତଡ଼ା । ପାହାଡ଼ ଉପରୁ ଅଚାନକ ମାଟି ଖସିଥିଲା । ବଡ଼ ବଡ଼ ପଥର ଧସିବା ସହ ପ୍ରବଳ ବେଗରେ ପ୍ରବାହିତ ହୋଇଥିଲା ପାଣି ।

ଏତେ ଜୋରରେ ପାହାଡ଼ ଉପରୁ ପାଣି ପ୍ରବାହିତ ହୋଇଥିଲା ଯେ, ଦେଖିଲେ ଭୟ ଲାଗିବ । କେହି କିଛି ବୁଝିବା ଓ ଦେଖିବା ଆଗରୁ ପାହାଡ଼ ଧସି ତଳକୁ ଖସିଥିଲା । ତେବେ ଏଥିରେ କାହାର କିଛି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top