Home କେନ୍ଦୁଝର ହାଟଡିହି ବ୍ଲକରୁ ପୁଣି ୫ପଜେଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୧୮୩ରେ ପହଞ୍ଚିଲା

ହାଟଡିହି ବ୍ଲକରୁ ପୁଣି ୫ପଜେଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୧୮୩ରେ ପହଞ୍ଚିଲା

70

ହାଟଡିହି -୧୯ । ୮ : (ଓଡିଆପୁଅ / ବିକାଶ ବିଶ୍ୱାଳ) ହାଟଡିହି ବ୍ଲକରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିୋଷକରି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକମାନଙ୍କ ଭିତରେ ଭୟର ବାତାବରଣ ଖେଳିଯାଇଛି । ଆଜି ଡଅଁର ପଞ୍ଚାୟତର ସରଳା ଗ୍ରାମରେ ପୁଣି ଆଜି ୫ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ଆକ୍ରାନ୍ତଙ୍କ ୧୮୩ରେ ପହଞ୍ଚିଛି । ସେମାନେ ଗୋଟିଏ ପରିବାରର ହୋଇଥିବାବେଳେ ପୁର୍ବ ସଂକ୍ରମିତଙ୍କ ସଂଷ୍ପର୍ଶରେ ଆସିଥିବା ଜଣାଯାଇଛି । ଗତକାଲି ତାଙ୍କର ପଜେଟିଭ ରିପୋର୍ଟ ଆସିବାପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସେମାନଙ୍କୁ କୋଭିଡ ହସପିଟାଲକୁ ପଠାଇ ଦିଆଯାଇଥିବା ଶାଳଣିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୁଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.