ad
ଓଡ଼ିଶା

୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର,୦୬/୦୯,(ଓଡ଼ିଆ ପୁଅ ପି ନାଏକ): ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୮ ଓ ଦକ୍ଷିଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୫୨୫.୬୨ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୩୨ ହଜାର ୧୪୬ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୧୪ ହଜାର ୭୩୭ କ୍ୟୁସେକ୍ ଜଳ ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top