Home ଓଡ଼ିଶା ୪୮ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

୪୮ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

276

ଭୁବନେଶ୍ଵର,୨୮/୦୮,(ଓଡ଼ିଆ ପୁଅ ପି ନାଏକ):ଏବେ ସକ୍ରିୟ ରହିଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ୩୧ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି।

୩୦ ତାରିଖ ବେଳକୁ ବର୍ଷା ପରିମାଣ ବଢିବାକୁ ଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.