Home ଓଡ଼ିଶା ୮ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା

୮ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା

310

ଭୁବନେଶ୍ଵର,୨୭/୦୯,(ଓଡ଼ିଆ ପୁଅ ପି ନାଏକ): ଦୀର୍ଘ ୪୮ ଘଣ୍ଟା ଧରି ଅବିଶ୍ରାନ୍ତ ବର୍ଷା ପରେ ଆଜି ପାଗ ପରିବର୍ତ୍ତନ ହୋଇଛି । ଏହା ସହ ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ବି ରହିଛି । ତେବେ ରାଜ୍ୟର ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ୮ଟି ଜିଲ୍ଲା- ଖୋର୍ଦ୍ଧା, କଟକ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.