Home ଓଡ଼ିଶା ଅଚାନକ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ପ୍ରତାପ ଷଡଙ୍ଗୀ

ଅଚାନକ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ପ୍ରତାପ ଷଡଙ୍ଗୀ

667

ବାଲେଶ୍ଵର,୧୦/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ଆଜି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଅଚାନକ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ମନ୍ତ୍ରୀଙ୍କ ଗସ୍ତ ପରେ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମଧ୍ୟ ପହଞ୍ଚିଥିଲେ ।

ପରେ ମେଡିକାଲର ପରିମଳ ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହ ରୋଗୀସେବା ଓ ଉନ୍ନତ ଚିକିତ୍ସା ବ୍ୟବସ୍ଥା ନେଇ ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.