Odiapua.com

ଅଭିନେତା ମିହିର ଦାସ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର ୯ -୧୨ (ଓଡ଼ିଆ ପୁଅ) ଜଣାଶୁଣା ଅଭିନେତା ମିହିର ଦାସ ଅସୁସ୍ଥ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର କିଡ୍ନୀ ଜନିତ ସମସ୍ୟା ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତିକରାଯାଇଥିବା ଗଣମାଧ୍ୟମ ସୂତ୍ରରୁ ପ୍ରକାଶ।