Home ଓଡ଼ିଶା ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ଦୂତି ଚାନ୍ଦଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ଦୂତି ଚାନ୍ଦଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

92

– ଦୂତିଙ୍କ ସଫଳତା ଯୁବପିଢିଙ୍କୁ ପ୍ରେରଣା ଯୋଗାଇବ

ଭୁବନେଶ୍ୱର, ଅଗଷ୍ଟ ୨୨ (ଓଡ଼ିଆ ପୁଅ) – କ୍ରୀଡ଼ା ଜଗତର ସମ୍ମାନଜନକ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଦ୍ରୁତତମ ଧାବିକା ଦୂତି ଚାନ୍ଦଙ୍କୁ ଟ୍ୱିଟ୍ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଓଡ଼ିଆ ଝିଅ ଦୂତି ଓଡ଼ିଶାକୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଗର୍ବିତ କରିଛନ୍ତି। ତାଙ୍କର ଏହି ସଫଳତା ଯୁବପିଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.