Home କେନ୍ଦୁଝର ଅସହାୟ ବୃଦ୍ଧବୃଦ୍ଧା ଓ ଭିନ୍ନକ୍ଷମଙ୍କୁ ଶୀତବସ୍ତ୍ର ବଣ୍ଟନ

ଅସହାୟ ବୃଦ୍ଧବୃଦ୍ଧା ଓ ଭିନ୍ନକ୍ଷମଙ୍କୁ ଶୀତବସ୍ତ୍ର ବଣ୍ଟନ

21

ହାଟଡିହି-୧୦ /୧ (ଓଡିଆପୁଅ / ବିକାଶ ବିଶ୍ୱାଳ) ଜୟଦୁର୍ଗା ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଶିବନାରାୟଣପୁର ଗ୍ରାମରେ ଅସହାୟ ବୃଦ୍ଧ, ବୃଦ୍ଧା, ବିଦ୍ଧବା ଓ ଭିନ୍ନକ୍ଷମ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନାଙ୍କ ନେତୃତ୍ୱରେ ଟ୍ରଷ୍ଟର ସଭାପତି ଉମାକାନ୍ତ ରାଉତ, ସମ୍ପାଦକ ଅର୍ଜୁନ ଖଣ୍ଡା ପ୍ରମୁଖ ଉପସ୍ଥିତ ରହି ଗ୍ରାମର ୨୫ରୁ ଉର୍ଦ୍ଧ ଅସହାୟ ଲୋକ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.