Odiapua.com

ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳ ବଦଳ: ସଞ୍ଜୟ ସିଂ ହେଲେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ

ଭୁବନେଶ୍ୱର ୧୭-୬ (ଓଡ଼ିଆ ପୁଅ) ଆଇଏଏସ ସ୍ତରରେ ଆଜି ଏକ ଛୋଟ ଧରଣର ଅଦଳ ବଦଳ ହୋଇଛି। ସଞ୍ଜୟ ସିଂ ଏବେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଦାୟୀତ୍ତ୍ୱ ତୁଲାଇବା ସହ ବିଡ଼ିଏ ଉପାଧ୍ୟକ୍ଷ ଏବଂ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡର CMD ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।

ଅପର ପକ୍ଷରେ ଜାମିନୀ ଷଡ଼ଙ୍ଗୀଙ୍କୁ ସାଧାରଣ ପ୍ରଶାସନ ବିଭାଗ OSD ଭାବେ ନୂଆ ନିଯୁକ୍ତି ମିଳିଛି।

ଏ ନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ଏକ ବିଜ୍ଞପ୍ତି ଜାରୀ କରାଯାଇଛି।