Home Top News ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

82

ଭୁବନେଶ୍ୱର ୧୬-୬ (ଓଡ଼ିଆ ପୁଅ) ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରୀ କରାଯାଇଛି। ତେବେ
– ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ସାମଲ ଏବେ ଜଳ ସମ୍ପଦ ବିଭାଗର ଯୁଗ୍ମ ସଚିବ ବାବେ ଦାୟୀତ୍ତ୍ୱ ତୁଲାଇବେ।
– କନ୍ଧମାଳ ଜିଲ୍ଲାପାଳ ବୃନ୍ଦା ଡି. ହେଲେ OSMCL ଏମ୍‌ଡି।
– ପ୍ରେମଚନ୍ଦ୍ର ଚୌଧୁରୀ ହେଲେ କୃଷି ନିର୍ଦ୍ଦେଶକ।
– କେ. ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ଖୋର୍ଦ୍ଧା ଜିଲ୍ଲାପାଳ।
– ଖୋର୍ଦ୍ଧା ଜିଲ୍ଲାପାଳ। ସଂଗ୍ରାମ କେଶରୀ ମହାପାତ୍ର ଓଏଏସ (SS) OAV ପ୍ରକଳ୍ପ ନିର୍ଦ୍ଦେଶକ।
– ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ହେଲେ କଟକ ମହାନଗର କମିଶନର।
– ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ହେଲେ ଭୁବନେଶ୍ୱର ମହାନଗର କମିଶନର।
– ଯୁଗ୍ମ ସଚିବ ଜଳସମ୍ପଦ ବିଭାଗ ମଧୁସ୍ମିତା ସାହୁ ହେଲେ ରାଜସ୍ୱ ବିଭାଗ ଯୁଗ୍ମ ସଚିବ।
– କଳାହାଣ୍ଡି ଜିଲ୍ଲାପାଳ ଗାଭାଲି ପରାଗ ହର୍ଷଦ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ।
– ନୂଆପଡ଼ା ଜିଲ୍ଲାପାଳ ସ୍ୱଧା ଦେବସିଂ ହେଲେ ରାୟଗଡ଼ା ଜିଲ୍ଲାପାଳ।
– ରାୟଗଡ଼ା ଜିଲ୍ଲାପାଳ ସରୋଜ କୁମାର ମିଶ୍ର ହେଲେ ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ ସହ ଗୃହ ବିଭାଗର ଅତିରିକ୍ତ ଦାୟୀତ୍ତ୍ୱ।
– ସିଏମ୍‌ସି କମିଶନର ଅନନ୍ୟା ଦାସ ହେଲେ ସମ୍ବଲପୁର ଜିଲ୍ଲାପାଳ।
– ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ହେଲେ ଗଂଜାମ ଜିଲ୍ଲାପାଳ।
– ବ୍ରହ୍ମପୁର ମହାନଗର କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦର ହେଲେ ଭଦ୍ରକ ଜିଲ୍ଲାପାଳ।
– ଭଦ୍ରକ ଜିଲ୍ଲାପାଳ ତ୍ରିଲୋଚନ ମାଝୀ ହେଲେ ରାଜସ୍ୱ ବିଭାଗ ସ୍ୱତନ୍ତ୍ର ସଚିବ।
– ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ହେଲେ ବାଲେଶ୍ୱର ଜିଲ୍ଲାପାଳ।
– ସୋମେଶ କୁମାର ଉପାଧ୍ୟାୟ ହେଲେ ଦେବଗଡ଼ ଜିଲ୍ଲାପାଳ।
– ସଂଗ୍ରାମ ମହାପାତ୍ର ହେଲେ ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ।
– ପି ଅନ୍ୱେଶା ରେଡ୍ଡୀ ହେଲେ କଳାହାଣ୍ଡି ଜିଲ୍ଲାପାଳ।
– ଆଶିଷ ଈଶ୍ୱର ପାଟିଲ ହେଲେ କନ୍ଧମାଳ ଜିଲ୍ଲାପାଳ।
– ହେମକାନ୍ତ ସାଏ ହେଲେ ନୂଆପଡ଼ା ଜିଲ୍ଲାପାଳ।
– ଭି କୀର୍ତ୍ତି ବାସନ ହେଲେ ଗଞ୍ଜାମ PD DRDA
– ସୂର୍ଯ୍ୟବଂଶୀ ମୟୂର ବିକାଶ ହେଲେ ଭୁବନେଶ୍ୱର ମହାନଗର ଅତିରିକ୍ତ କମିଶନର।
– ଜେ ସାନାଲ ହେଲେ ବ୍ରହ୍ମପୁର ମହାନଗର କମିଶନର।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.