Home ଜିଲ୍ଲା ପରିକ୍ରମା ଆଗରପଡା ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ

ଆଗରପଡା ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ

3

ଭଦ୍ରକ, ୧୩ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଗରପଡ଼ା ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିିିଭାଗ ପକ୍ଷରୁ ବଗିଚା ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ସାନ୍ତୁନୁ କୁମାର ଜେନା କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ବିଭାଗୀୟ ମୁଖ୍ୟ ଅଧ୍ୟାପିକା ପ୍ରେମଲତା ଦାଶ,ଡ଼ ହରିହର ଦାସ,ଡ଼ ଅରବିନ୍ଦ ଦାସ,ଡ଼ ପବିତ୍ର ମୋହନ ଦାସଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀ ମାନେ ମହାବିଦ୍ୟାଳୟ ପରିସରରେ ଥିବା ବଗିଚାକୁ ସଫେଇ କରିଥିଲେ। କାର୍ଯ୍ୟକ୍ରମରେ ରସାୟନ ବିଭାଗର ଅଧ୍ୟାପକ ପ୍ରଶାନ୍ତ କୁମାର ନାୟକ,ଅଜୟ ସାହୁ ଉପସ୍ଥିତ ରହି ପାଠ ପଢା ସହ ପରିବେଶକୁ ସଫା ସୁତୁରା ରଖିବା ନେଇ ସୁପରାମର୍ଶ ଦେବା ସହ ଉତ୍ସାହିତ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.