Odiapua.com

ଆଜମ ଖାନଙ୍କ ବିରୋଧରେ ରୁଜୁ ହେଲା ମାମଲା

ନୂଆଦିଲ୍ଲୀ, ୦୧/୦୮, (ଓଡ଼ିଆ ପୁଅ ପଙ୍କଜିନୀ ନାୟକ): ଆଜି ସମାଜବାଦୀ ପାର୍ଟି ସାଂସଦ ଆଜମ ଖାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

ବେଆଇନ ଅର୍ଥ କାରବାର ନିରୋଧୀ ଆଇନ ବଳରେ ଇଡ଼ି ମାମଲା ରୁଜୁ କରିଥିବା ବେଳେ ବର୍ତ୍ତମାନ, ଉତ୍ତରପ୍ରଦେଶର ରାମପୁର ଆସନରୁ ସାଂସଦ ଅଛନ୍ତି ଆଜମ ଖାନ।